ଯୋହନ 9:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେମାନେ ତାହାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାହାକୁ ବାହାର କରିଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)34 ସେମାନେ ତାକୁ ଉତ୍ତର ଦେଲେ, ତୁଉଟା ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାକୁ ବାହାର କରିଦେଲେ। Gade chapit laଓଡିଆ ବାଇବେଲ34 ସେମାନେ ତାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ ? ସେଥିରେ ସେମାନେ ତାକୁ ବାହାର କରିଦେଲେ । Gade chapit laପବିତ୍ର ବାଇବଲ (CL) NT (BSI)34 “ପାପରେ ଜନ୍ମି ପାପରେ ବଢ଼ିଛୁ। ତୁ ଫେର୍ ଆମକୁ ଶିକ୍ଷା ଦେଉଛୁ?” ଏହା କହି ସେମାନେ ତାକୁ ସମାଜ ଗୃହରୁ ବାହାର କରିଦେଲେ। Gade chapit laପବିତ୍ର ବାଇବଲ34 ଯିହୂଦୀମାନେ ଉତ୍ତର ଦେଲେ, “ତୁମ୍ଭେ ତ ସମ୍ପୂର୍ଣ୍ଣ ପାପରୁ ଜନ୍ମ ହୋଇଛ। ତୁମ୍ଭେ କ'ଣ ଆମ୍ଭକୁ ଶିକ୍ଷା ଦେବା ପାଇଁ ଚେଷ୍ଟା କରୁଛ?” ଏହା କହି ସେମାନେ ତାକୁ ଜବରଦସ୍ତ ତଡ଼ି ଦେଲେ। Gade chapit la |
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।