ଯୋହନ 9:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଫାରୂଶୀମାନଙ୍କ ମଧ୍ୟରୁ ଯେଉଁମାନେ ତାହାଙ୍କ ସାଙ୍ଗରେ ଥିଲେ, ସେମାନେ ଏହା ଶୁଣି ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ କଅଣ ଅନ୍ଧ? Gade chapit laପବିତ୍ର ବାଇବଲ (Re-edited) - (BSI)40 ଫାରୂଶୀମାନଙ୍କ ମଧ୍ୟରୁ ଯେଉଁମାନେ ତାହାଙ୍କ ସାଙ୍ଗରେ ଥିଲେ, ସେମାନେ ଏହା ଶୁଣି ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ କଅଣ ଅନ୍ଧ? Gade chapit laଓଡିଆ ବାଇବେଲ40 ଫାରୂଶୀମାନଙ୍କ ମଧ୍ୟରୁ ଯେଉଁମାନେ ତାହାଙ୍କ ସାଙ୍ଗରେ ଥିଲେ, ସେମାନେ ଏହା ଶୁଣି ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ କ'ଣ ଅନ୍ଧ ? Gade chapit laପବିତ୍ର ବାଇବଲ (CL) NT (BSI)40 ସେଠାରେ ଥିବା କେତେକ ଫାରୁଶୀ ଏ କଥା ଶୁଣି ତାଙ୍କୁ ପଚାରିଲେ, “ଆମେ ଅନ୍ଧ ବୋଲି କ’ଣ ତୁମେ ଭାବୁଛ।” Gade chapit laପବିତ୍ର ବାଇବଲ40 ଯୀଶୁଙ୍କ ପାଖରେ କେତେକ ଫାରୂଶୀ ଥିଲେ। ସେମାନେ ଯୀଶୁଙ୍କର ଏପରି କହିବା ଶୁଣିଲେ। ସେମାନେ ପଗ୍ଭରିଲେ, “କ'ଣ? ତା’ ମାନେ ତୁମ୍ଭେ କହୁଛ ଯେ ଆମ୍ଭେ ମଧ୍ୟ ଅନ୍ଧ?” Gade chapit la |