Biblia Todo Logo
Bib sou entènèt

- Piblisite -




ଯୋହନ 9:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଯୀଶୁ ସେମାନଙ୍କୁ କହିଲେ, “ଯଦି ଅନ୍ଧ ହୋଇଥାଆନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭେମାନେ ପାପରେ ରହୁଅଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଯୀଶୁ ସେମାନଙ୍କୁ କହିଲେ, ଯଦି ଅନ୍ଧ ହୋଇଥାʼନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭମାନଙ୍କର ପାପ ରହୁଅଛି।

Gade chapit la Kopi

ଓଡିଆ ବାଇବେଲ

41 ଯୀଶୁ ସେମାନଙ୍କୁ କହିଲେ, ଯଦି ଅନ୍ଧ ହୋଇଥା'ନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭେମାନେ ପାପରେ ରହୁଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ଯୀଶୁ ଉତ୍ତର ଦେଲେ, “ଅନ୍ଧ ହୋଇଥିଲେ ତୁମ୍ଭେମାନେ ନିର୍ଦ୍ଦୋଷ ହୋଇଥାନ୍ତ। କିନ୍ତୁ ଦେଖିପାରୁଛ ବୋଲି କହୁଥିବାର ତୁମେ ଅଧିକ ଦୋଷୀ।”

Gade chapit la Kopi

ପବିତ୍ର ବାଇବଲ

41 ଯୀଶୁ କହିଲେ, “ତୁମ୍ଭେ ଯଦି ପ୍ରକୃତରେ ଅନ୍ଧ ହୋଇଥା'ନ୍ତ, ତେବେ ଦୋଷୀ ବିବେଚିତ ହୁଅନ୍ତ ନାହିଁ। କିନ୍ତୁ ତୁମ୍ଭେ କହୁଛ ଯେ ତୁମ୍ଭେ ଦେଖି ପାରୁଛ, ତେଣୁ ତୁମ୍ଭେ ଦୋଷୀ।”

Gade chapit la Kopi




ଯୋହନ 9:41
9 Referans Kwoze  

ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର!


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”


କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,


ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।


ତଥାପି ତୁମ୍ଭେ କହିଲ, ‘ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରିଅଛି।’ ତୁମ୍ଭେ କହୁଅଛ, ‘ଆମ୍ଭେ ପାପ କରି ନାହୁଁ,’ ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।


ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,


ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ।


Swiv nou:

Piblisite


Piblisite