Biblia Todo Logo
Bib sou entènèt

- Piblisite -




ଯୋହନ 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଲେ ଏବଂ ତାହାକୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଦେଇ ତାହାକୁ କହିଲେ, ଯାଅ,

Gade chapit la Kopi

ଓଡିଆ ବାଇବେଲ

6 ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଲେ ଏବଂ ତାହାକୁ କହିଲେ, ଯାଅ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଏହା କହି ଯୀଶୁ ମାଟିରେ ଛେପ ପକାଇ କିଛି କାଦୁଅ କଲେ; ସେଥିରୁ ଟିକିଏ ନେଇ ଲୋକଟିର ଆଖି ଉପରେ ଲେପନ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ

6 ଯୀଶୁ ଏ କଥା କହିଲା ପରେ ଭୂଇଁରେ ଛେପ ପକାଇ କାଦୁଅ କରି, ସେହି କାଦୁଅକୁ ନେଇ ସେ ସେହି ଜନ୍ମାନ୍ଧ ଲୋକଟିର ଆଖିରେ ଲଗେଇ ଦେଲେ।

Gade chapit la Kopi




ଯୋହନ 9:6
5 Referans Kwoze  

ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ?


ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ,


ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଗ୍ନତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ।


ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।


ସେ ଉତ୍ତର ଦେଲା, ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେହି ବ୍ୟକ୍ତି କାଦୁଅ କରି ମୋହର ଦୁଇ ଆଖିରେ ଲଗାଇଲେ ଏବଂ ମୋତେ କହିଲେ, ଶୀଲୋହ ପୋଖରୀକୁ ଯାଇ ଧୋଇ ହୁଅ; ତେଣୁ ମୁଁ ବାହାରିଯାଇ ଧୋଇ ହେଲି ଓ ଦୃଷ୍ଟି ପାଇଲି।


Swiv nou:

Piblisite


Piblisite