ଆୟୁବ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେ କʼଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ୱର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେ କʼଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ଵର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି। Gade chapit laଓଡିଆ ବାଇବେଲ10 ତୁମ୍ଭେ କ’ଣ ତାହାର ଚତୁର୍ଦ୍ଦିଗରେ, ପୁଣି ତାହାର ଗୃହର ଓ ତାହାର ସର୍ବସ୍ୱର ଚତୁର୍ଦ୍ଦିଗରେ ବାଡ଼ ଦେଇ ନାହଁ ? ତୁମ୍ଭେ ତାହାର ହସ୍ତକୃତ କାର୍ଯ୍ୟରେ ଆଶୀର୍ବାଦ ଦେଇଅଛ ଓ ଦେଶରେ ତାହାର ସମ୍ପତ୍ତି ବୃଦ୍ଧି ପାଇଅଛି। Gade chapit laପବିତ୍ର ବାଇବଲ10 ଆପଣ ସବୁବେଳେ ଆୟୁବକୁ ସୁରକ୍ଷା ପ୍ରଦାନ କରନ୍ତି। ତା'ର ପରିବାରକୁ, ତା'ର ଯାହାକିଛି ନିଜର, ସବୁକୁ ଆପଣ ସୁରକ୍ଷା ଦିଅନ୍ତି। ସେ ଯେଉଁ କାର୍ଯ୍ୟ କରେ ସବୁଥିରେ ଆପଣ ତାକୁ କୃତକାର୍ଯ୍ୟ କରାନ୍ତି। ହଁ, ଆପଣ ତାକୁ ଆଶୀର୍ବାଦ ପ୍ରଦାନ କରନ୍ତି, ସେଥିପାଇଁ ସବୁଥିରେ ସେ ଏତେ ଧନୀ ଯେ, ତା'ର ମେଷପଲ ଓ ଗୋପଲ ସାରାଦେଶରେ ଥିଲେ। Gade chapit la |
ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।