ଆୟୁବ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ତାହାର ସର୍ବସ୍ୱରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ।” ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରିଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)12 ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, ଦେଖ, ତାହାର ସର୍ବସ୍ଵରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ। ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରି ଗଲା। Gade chapit laଓଡିଆ ବାଇବେଲ12 ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ତାହାର ସର୍ବସ୍ୱରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ।” ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରି ଗଲା। Gade chapit laପବିତ୍ର ବାଇବଲ12 ତା'ପରେ ସଦାପ୍ରଭୁ ଶୟତାନକୁ କହିଲେ, “ଠିକ୍ ଅଛି, ତା'ର ଯାହାସବୁ ଅଛି, ସେଗୁଡ଼ିକ ସହିତ ତୁମ୍ଭେ ଯେପରି ଗ୍ଭହଁ କର, କିନ୍ତୁ ସେହି ବ୍ୟକ୍ତିକୁ ସ୍ପର୍ଶ କର ନାହିଁ।” ତା'ପରେ ଶୟତାନ ସଦାପ୍ରଭୁଙ୍କ ଉପସ୍ଥିତିରୁ ଗ୍ଭଲିଗଲା। Gade chapit la |