Biblia Todo Logo
Bib sou entènèt

- Piblisite -




ଆୟୁବ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଥିରେ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କେଉଁଠାରୁ ଆସିଲ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।

Gade chapit la Kopi

ଓଡିଆ ବାଇବେଲ

7 ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଲ ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।

Gade chapit la Kopi

ପବିତ୍ର ବାଇବଲ

7 ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ଶୟତାନ ସଦାପ୍ରଭୁଙ୍କୁ ଉତ୍ତର ଦେଲା, “ମୁଁ ପୃଥିବୀର ଏଣେତେଣେ ବିଚରଣ କରୁଥିଲି।”

Gade chapit la Kopi




ଆୟୁବ 1:7
9 Referans Kwoze  

ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;


ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।”


“ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ।


ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍‍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।


ପୁଣି, ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ବାହାରିଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ;” ତହିଁରେ ସେ କହିଲେ, “ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର,” ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ।


ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”


Swiv nou:

Piblisite


Piblisite