Biblia Todo Logo
Bib sou entènèt

- Piblisite -




ଆୟୁବ 10:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି, ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳା; ହୋଇଅଛି, ମୁଁ ଆପଣା ଦୁଃଖ ସ୍ଵଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି।

Gade chapit la Kopi

ଓଡିଆ ବାଇବେଲ

1 ମୋ’ ପ୍ରାଣ ମୋ’ ଜୀବନ ବିଷୟରେ କ୍ଳାନ୍ତ ହୋଇଅଛି, ମୁଁ ଆପଣା ଦୁଃଖ ସ୍ୱଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି।

Gade chapit la Kopi

ପବିତ୍ର ବାଇବଲ

1 ମୁଁ ମୋର ନିଜର ପ୍ରାଣକୁ ଘୃଣା କରେ, ତେଣୁ ମୁଁ ସ୍ୱଚ୍ଛନ୍ଦରେ ମୋର ଅଭିଯୋଗ କରିବି। ମୋର ଆତ୍ମା ତିକ୍ତ ହୋଇ ଗଲାଣି, ତେଣୁ ବର୍ତ୍ତମାନ ମୁଁ କହି ପାରିବି।

Gade chapit la Kopi




ଆୟୁବ 10:1
21 Referans Kwoze  

ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି।


ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”


ଆଉ ଯଦି ତୁମ୍ଭେ ମୋʼ ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହିକ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”


ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳାନ୍ତ ହୋଇ ଆପଣାର ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”


ମୁଁ ସିଦ୍ଧ, ମୁଁ ଆପଣାକୁ ମାନ୍ୟ କରେ ନାହିଁ; ମୁଁ ଆପଣା ଜୀବନକୁ ତୁଚ୍ଛ କରେ।


ଦୁର୍ଭିକ୍ଷ ସମୟରେ ସେ ତୁମ୍ଭକୁ ମୃତ୍ୟୁୁରୁ ଓ ଯୁଦ୍ଧରେ ଖଡ୍ଗର ବଳରୁ ମୁକ୍ତ କରିବେ।


ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼ ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”


ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ।


ମୁଁ କଅଣ କହିବି? ସେ ତ ମୋତେ କହିଅଛନ୍ତି, ମଧ୍ୟ ଆପେ ତାହା ସାଧନ କରିଅଛନ୍ତି; ମୁଁ ଆପଣା ପ୍ରାଣର ତିକ୍ତତା ସକାଶୁ ଆପଣାର ସବୁ ବର୍ଷଯାକ ଧୀରେ ଧୀରେ ଗମନ କରିବି।


ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋʼ ସଙ୍ଗେ ଥାଏ।


ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋʼ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କରନ୍ତ!


ମୁଁ ଆପଣା ପ୍ରାଣକୁ ଘୃଣା କରେ, ମୁଁ ସର୍ବଦା ବଞ୍ଚିବାକୁ ଇଚ୍ଛା କରେ ନାହିଁ; ମୋତେ ଛାଡ଼; କାରଣ ମୋହର ଆୟୁ ଅସାର।


ତୁମ୍ଭେମାନେ କʼଣ ଶବ୍ଦର ଦୋଷ ଧରିବାକୁ କଳ୍ପନା କରୁଅଛ? କାରଣ ନିରାଶ ଲୋକର ବାକ୍ୟ ବାୟୁ ତୁଲ୍ୟ।


Swiv nou:

Piblisite


Piblisite