Biblia Todo Logo
Bib sou entènèt

- Piblisite -




ଆୟୁବ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ଵାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି।

Gade chapit la Kopi

ଓଡିଆ ବାଇବେଲ

12 ତୁମ୍ଭେ ମୋତେ ଜୀବନ ଓ ଅନୁଗ୍ରହ ଦାନ କରିଅଛ ଓ ତୁମ୍ଭର ତତ୍ତ୍ୱାବଧାରଣ ମୋର ଆତ୍ମାକୁ ରକ୍ଷା କରିଅଛି।

Gade chapit la Kopi

ପବିତ୍ର ବାଇବଲ

12 ତୁମ୍ଭେ ମୋତେ ଜୀବନ ଦାନ କରିଛ ଏବଂ ମୋତେ ଦୟା ଦେଖାଇଛ। ତୁମ୍ଭେ ମୋର ଯତ୍ନ ନେଇଛ ଏବଂ ମୋର ଆତ୍ମାର ପର୍ଯ୍ୟବେକ୍ଷକ ହୋଇଛ।

Gade chapit la Kopi




ଆୟୁବ 10:12
6 Referans Kwoze  

କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।”


ପରମେଶ୍ୱରଙ୍କ ଆତ୍ମା ମୋତେ ସୃଷ୍ଟି କରିଅଛନ୍ତି ଓ ସର୍ବଶକ୍ତିମାନଙ୍କ ନିଶ୍ୱାସ ମୋତେ ଜୀବନ ଦିଅନ୍ତି।


ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ?


କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି।


ଏବେ ଏହି ଦାସ ପ୍ରତି ଅନୁଗ୍ରହ ଓ ମହାଦୟା କରି ପ୍ରାଣରକ୍ଷା କଲେ; ମୁଁ ପର୍ବତକୁ ପଳାଇ ଯାଇ ନ ପାରେ; କେଜାଣି ବିପଦ ଘଟିଲେ ମରିଯିବି।


ତୁମ୍ଭେ ମୋତେ ଚର୍ମ ଓ ମାଂସରେ ବସ୍ତ୍ରାନ୍ୱିତ କରିଅଛ, ପୁଣି ଅସ୍ଥି ଓ ଶିରାରେ ମୋତେ ଏକତ୍ର ବୁଣିଅଛ।


Swiv nou:

Piblisite


Piblisite