ଆୟୁବ 10:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ପରମେଶ୍ୱରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କାହିଁକି ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ। Gade chapit laପବିତ୍ର ବାଇବଲ (Re-edited) - (BSI)2 ମୁଁ ପରମେଶ୍ଵରଙ୍କୁ କହିବି, ମୋତେ ଦୋଷୀ କର ନାହିଁ; କିହେତୁ ମୋʼ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ। Gade chapit laଓଡିଆ ବାଇବେଲ2 ମୁଁ ପରମେଶ୍ୱରଙ୍କୁ କହିବି, “ମୋତେ ଦୋଷୀ କର ନାହିଁ; କାହିଁକି ମୋ’ ସଙ୍ଗେ ବିରୋଧ କରୁଅଛ, ତାହା ମୋତେ ଜଣାଅ। Gade chapit laପବିତ୍ର ବାଇବଲ2 ମୁଁ ପରମେଶ୍ୱରଙ୍କୁ କହି ପାରିବି, ‘ମୋତେ କଳଙ୍କିତ କର ନାହିଁ। ମୋତେ କେବଳ ଏତିକି କୁହନ୍ତୁ, ମୁଁ କ’ଣ ଭୁଲ୍ କରିଛି। ମୋ’ ବିପକ୍ଷରେ ତୁମ୍ଭର କ’ଣ କହିବାର ଅଛି। Gade chapit la |