ଆୟୁବ 10:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି? ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କʼଣ ସେପରି ଦେଖୁଅଛ? Gade chapit laପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭର କʼଣ ଚର୍ମର ଚକ୍ଷୁ ଅଛି? ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କʼଣ ସେପରି ଦେଖୁଅଛ? Gade chapit laଓଡିଆ ବାଇବେଲ4 ତୁମ୍ଭର କ’ଣ ଚର୍ମର ଚକ୍ଷୁ ଅଛି ? ଅବା ମନୁଷ୍ୟ ଯେପରି ଦେଖେ, ତୁମ୍ଭେ କ’ଣ ସେପରି ଦେଖୁଅଛ ? Gade chapit laପବିତ୍ର ବାଇବଲ4 ହେ ପରମେଶ୍ୱର, ତୁମ୍ଭର କ’ଣ ଚର୍ମର ଚକ୍ଷୁ ଅଛି? ମନୁଷ୍ୟମାନେ ଯେପରି ଦେଖନ୍ତି, ତୁମ୍ଭେ କ’ଣ ସେପରି ଦେଖ? Gade chapit la |