Biblia Todo Logo
Bib sou entènèt

- Piblisite -




ଆୟୁବ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭର ଆୟୁ କʼଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କʼଣ ମନୁଷ୍ୟର ଦିନସମୂହ ତୁଲ୍ୟ

Gade chapit la Kopi

ଓଡିଆ ବାଇବେଲ

5 ତୁମ୍ଭର ଆୟୁ କ’ଣ ମନୁଷ୍ୟର ଆୟୁ ତୁଲ୍ୟ, ଅବା ତୁମ୍ଭର ବର୍ଷସମୂହ କ’ଣ ମନୁଷ୍ୟର ଦିନସମୂହ ତୁଲ୍ୟ

Gade chapit la Kopi

ପବିତ୍ର ବାଇବଲ

5 ତୁମ୍ଭର ଆୟୁ କ’ଣ ମନୁଷ୍ୟର ଆୟୁ ଭଳି କ୍ଷୀଣ? ତୁମ୍ଭର ଜୀବନ କ’ଣ ମନୁଷ୍ୟର ଜୀବନ ଭଳି କ୍ଷଣସ୍ଥାୟୀ?

Gade chapit la Kopi




ଆୟୁବ 10:5
8 Referans Kwoze  

କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।


“ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହିସବୁ ଗୁଡ଼ାଇବ, ଆଉ ସେହିସବୁ ପରିବର୍ତ୍ତିତ ହେବ। କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ।”


ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଓ ତୁମ୍ଭର ସ୍ମରଣ ପୁରୁଷାନୁକ୍ରମରେ ଥିବ।


ଦେଖ, ପରମେଶ୍ୱର ମହାନ ଓ ଆମ୍ଭେମାନେ ତାହାଙ୍କୁ ଜାଣୁ ନାହୁଁ; ତାହାଙ୍କ ବର୍ଷର ସଂଖ୍ୟା ଅନନୁସନ୍ଧେୟ।


ଯେ, ତୁମ୍ଭେ ମୋହର ଅଧର୍ମ ଅନୁସନ୍ଧାନ କରୁଅଛ ଓ ମୋହର ପାପ ଅନ୍ଵେଷଣ କରୁଅଛ?


ତୁମ୍ଭ ଦାସଗଣର ସନ୍ତାନମାନେ ରହିବେ ଓ ସେମାନଙ୍କର ବଂଶ ତୁମ୍ଭ ସାକ୍ଷାତରେ ସୁସ୍ଥିର ହେବେ।


Swiv nou:

Piblisite


Piblisite