Biblia Todo Logo
Bib sou entènèt

- Piblisite -




ଆୟୁବ 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଏତେ କଥାର କି କିଛି ଉତ୍ତର ଦିଆଯିବ ନାହିଁ? ଓ ବକୁଆ ଲୋକ କʼଣ ନିର୍ଦ୍ଦୋଷ ଗଣାଯିବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏତେ କଥାର କି କିଛି ଉତ୍ତର ଦିଆଯିବ ନାହିଁ? ଓ ବକୁଆ ଲୋକ କʼଣ ନିର୍ଦ୍ଦୋଷ ଗଣାଯିବ?

Gade chapit la Kopi

ଓଡିଆ ବାଇବେଲ

2 “ଏତେ କଥାର କି କିଛି ଉତ୍ତର ଦିଆଯିବ ନାହିଁ ? ଓ ବକୁଆ ଲୋକ କ’ଣ ନିର୍ଦ୍ଦୋଷ ଗଣାଯିବ ?

Gade chapit la Kopi

ପବିତ୍ର ବାଇବଲ

2 “ଏତେ ଶବ୍ଦର ବନ୍ୟାର କିଛି ଉତ୍ତର ଦିଆଯିବ ନାହିଁ କି? ଏହା କ’ଣ ଆୟୁବର ନିର୍ଦ୍ଦୋଷତା ପ୍ରମାଣ କରୁଛି? ନାଁ।

Gade chapit la Kopi




ଆୟୁବ 11:2
11 Referans Kwoze  

ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।


“ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା।


ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,


ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।


ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।


ଅସାର କଥାରେ କି ଶେଷ ଥାଏ? ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି?


“ତୁମ୍ଭେ କେତେ କାଳ ଏହିସବୁ କଥା କହିବ? ଓ ତୁମ୍ଭ ମୁଖର ବାକ୍ୟ କେତେ କାଳ ପ୍ରବଳ ବାୟୁ ତୁଲ୍ୟ ହେବ?


ଏଥିରେ ନାମାଥୀୟ ସୋଫର ଉତ୍ତର କରି କହିଲା,


“ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?


କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।


ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।


Swiv nou:

Piblisite


Piblisite