ଆୟୁବ 11:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭର ଦର୍ପ କʼଣ ଲୋକମାନଙ୍କୁ ନୀରବ କରିବ? ଓ ତୁମ୍ଭେ ପରିହାସ କଲେ, କେହି କʼଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭର ଦର୍ପ କʼଣ ଲୋକମାନଙ୍କୁ ନୀରବ କରିବ? ଓ ତୁମ୍ଭେ ପରିହାସ କଲେ, କେହି କʼଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ? Gade chapit laଓଡିଆ ବାଇବେଲ3 ତୁମ୍ଭର ଦର୍ପ କ’ଣ ଲୋକମାନଙ୍କୁ ନୀରବ କରିବ ? ଓ ତୁମ୍ଭେ ପରିହାସ କଲେ, କେହି କ’ଣ ତୁମ୍ଭକୁ ଲଜ୍ଜିତ କରିବ ନାହିଁ ? Gade chapit laପବିତ୍ର ବାଇବଲ3 ତୁମ୍ଭେ କ’ଣ ଭାବୁଛ ଆୟୁବ ଆମ୍ଭ ପାଖରେ ତୁମ୍ଭକୁ ଉତ୍ତର ଦେବାକୁ କିଛି ନାହିଁ? ତୁମ୍ଭେ ପରମେଶ୍ୱରଙ୍କୁ ପରିହାସ କଲ, ଲୋକେ କ’ଣ ତୁମ୍ଭକୁ ଚେତାବନୀ ନ ଶୁଣାଇ ନୀରବରେ ତାହା ସହ୍ୟ କରିବେ? Gade chapit la |