Biblia Todo Logo
Bib sou entènèt

- Piblisite -




ଆୟୁବ 11:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ତୁମ୍ଭେ କହୁଅଛ, ‘ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ତୁମ୍ଭେ କହୁଅଛ, ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି।

Gade chapit la Kopi

ଓଡିଆ ବାଇବେଲ

4 କାରଣ ତୁମ୍ଭେ କହୁଅଛ, ମୋହର ବାକ୍ୟ ଶୁଦ୍ଧ, ମୁଁ ତୁମ୍ଭ ଦୃଷ୍ଟିରେ ଶୁଚି।

Gade chapit la Kopi

ପବିତ୍ର ବାଇବଲ

4 ଆୟୁବ, ତୁମ୍ଭେ ପରମେଶ୍ୱରଙ୍କୁ କହୁଛ, ‘ମୋର ଯୁକ୍ତିତର୍କ ସବୁ ଠିକ୍ ଏବଂ ମୁଁ ତୁମ୍ଭ ଦୃଷ୍ଟିରେ ପବିତ୍ର।’

Gade chapit la Kopi




ଆୟୁବ 11:4
11 Referans Kwoze  

ତୁମ୍ଭେ ତ ଜାଣ, ମୁଁ ଦୁଷ୍ଟ ନୁହେଁ ଓ ତୁମ୍ଭ ହସ୍ତରୁ ଉଦ୍ଧାର କରିବାକୁ କେହି ସମର୍ଥ ନୁହେଁ।


ତାହାହେଲେ, ଏବେ ହେଁ ମୁଁ ସାନ୍ତ୍ୱନାପ୍ରାପ୍ତ ହୁଅନ୍ତି; ହଁ, ମୁଁ ନିର୍ଦ୍ଦୟ ଯାତନା ମଧ୍ୟରେ ହେଁ ଅତ୍ୟନ୍ତ ଆନନ୍ଦ କରନ୍ତି; କାରଣ ମୁଁ ଧର୍ମମୟଙ୍କର ବାକ୍ୟସବୁ ଅସ୍ୱୀକାର କରି ନାହିଁ।


କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,


“ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ? ଅବା କହୁଅଛ? ପରମେଶ୍ୱରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ?


ଅଶୁଚି ବସ୍ତୁରୁ ଶୁଚି ବସ୍ତୁ କିଏ ଉତ୍ପନ୍ନ କରିପାରେ? ଜଣେ ନାହିଁ।


ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କʼଣ କରେ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି?


ମାତ୍ର ଆହା, ଯେବେ ପରମେଶ୍ୱର କଥା କହନ୍ତେ ଓ ତୁମ୍ଭ ପ୍ରତିକୂଳରେ ଆପଣା ଓଷ୍ଠାଧର ଫିଟାନ୍ତେ;


ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ।


Swiv nou:

Piblisite


Piblisite