Biblia Todo Logo
Bib sou entènèt

- Piblisite -




ଆୟୁବ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଦେଖ, ମୋହର ଚକ୍ଷୁ ଏହିସବୁ ଦେଖିଅଛି, ମୋହର କର୍ଣ୍ଣ ଏହା ଶୁଣି ବୁଝିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଦେଖ, ମୋହର ଚକ୍ଷୁ ଏସବୁ ଦେଖିଅଛି, ମୋହର କର୍ଣ୍ଣ ଏହା ଶୁଣି ବୁଝିଅଛି।

Gade chapit la Kopi

ଓଡିଆ ବାଇବେଲ

1 ଦେଖ, ମୋହର ଚକ୍ଷୁ ଏହିସବୁ ଦେଖିଅଛି, ମୋହର କର୍ଣ୍ଣ ଏହା ଶୁଣି ବୁଝିଅଛି।

Gade chapit la Kopi

ପବିତ୍ର ବାଇବଲ

1 ଆୟୁବ ଉତ୍ତର ଦେଲା, “ଦେଖ ଏସବୁ କଥା ମୁଁ ଆଗରୁ ଦେଖିଛି। ମୁଁ ତୁମ୍ଭର ପ୍ରତ୍ୟେକ କଥା ଶୁଣିଅଛି। ମୁଁ ସେସବୁ କଥା ଶୁଣିଛି ଓ ବୁଝିଛି ମଧ୍ୟ।

Gade chapit la Kopi




ଆୟୁବ 13:1
10 Referans Kwoze  

ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।


ଦେଖ, ଆମ୍ଭେମାନେ ତାହା ଅନୁସନ୍ଧାନ କରିଅଛୁ, ତାହା ସେପରି ଅଟେ; ତାହା ଶୁଣ ଓ ଆପଣା ମଙ୍ଗଳ ନିମନ୍ତେ ତାହା ଜ୍ଞାତ ହୁଅ।”


କଥା ଗୋଟିଏ ଗୁପ୍ତରେ ମୋʼ ନିକଟରେ ପହଞ୍ଚିଲା ଓ ମୋʼ କର୍ଣ୍ଣ ତହିଁର ଈଷତ୍‍ ଶବ୍ଦ ପାଇଲା।


ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।


Swiv nou:

Piblisite


Piblisite