Biblia Todo Logo
Bib sou entènèt

- Piblisite -




ଆୟୁବ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ନିଶ୍ଚୟ ମୁଁ ସର୍ବଶକ୍ତିମାନଙ୍କୁ କହିବାକୁ ଇଚ୍ଛା କରେ ଓ ମୁଁ ପରମେଶ୍ୱରଙ୍କ ସହିତ ଯୁକ୍ତି କରିବାକୁ ବାଞ୍ଛା କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ନିଶ୍ଚୟ ମୁଁ ସର୍ବଶକ୍ତିମାନଙ୍କୁ କହିବାକୁ ଇଚ୍ଛା କରେ ଓ ମୁଁ ପରମେଶ୍ଵରଙ୍କ ସହିତ ଯୁକ୍ତି କରିବାକୁ ବାଞ୍ଛା କରେ।

Gade chapit la Kopi

ଓଡିଆ ବାଇବେଲ

3 ନିଶ୍ଚୟ ମୁଁ ସର୍ବଶକ୍ତିମାନଙ୍କୁ କହିବାକୁ ଇଚ୍ଛା କରେ ଓ ମୁଁ ପରମେଶ୍ୱରଙ୍କ ସହିତ ଯୁକ୍ତି କରିବାକୁ ବାଞ୍ଛା କରେ।

Gade chapit la Kopi

ପବିତ୍ର ବାଇବଲ

3 ମୁଁ ତୁମ୍ଭ ସହିତ ତର୍କ କରିବାକୁ ଗ୍ଭହୁଁ ନାହିଁ। ମୁଁ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କୁ କହିବାକୁ ଗ୍ଭହେଁ। ମୁଁ ପରମେଶ୍ୱରଙ୍କ ସହିତ ମୋ’ ବିପଦ ସମ୍ପର୍କରେ ଯୁକ୍ତି କରିବାକୁ ଇଚ୍ଛା କରେ।

Gade chapit la Kopi




ଆୟୁବ 13:3
14 Referans Kwoze  

ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,” ଯାକୁବର ରାଜା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର।”


ଆଃ, କେହି ଯଦି ମୋʼ କଥା ଶୁଣିବାକୁ ଥାʼନ୍ତା! (ଏହି ଦେଖ ମୋହର ସ୍ୱାକ୍ଷର, ସର୍ବଶକ୍ତିମାନ ପରମେଶ୍ୱର ମୋତେ ଉତ୍ତର ଦେଉନ୍ତୁ), ଓ ମୋʼ ପ୍ରତିବାଦୀ ମୋହର ଯେଉଁ ଦୋଷପତ୍ର ଲେଖିଅଛି, ତାହା ଯଦି ମୁଁ ପାଆନ୍ତି!


ତେବେ ତୁମ୍ଭେ ଡାକ, ମୁଁ ଉତ୍ତର ଦେବି; ଅବା ମୁଁ କହେ, ତୁମ୍ଭେ ମୋତେ ଉତ୍ତର ଦିଅ।


ସେ ତାହା ସଙ୍ଗେ ବାଦାନୁବାଦ କରିବାକୁ ଇଚ୍ଛା କଲେ, ମନୁଷ୍ୟ ତାହାଙ୍କୁ ସହସ୍ର କଥା ମଧ୍ୟରୁ ଗୋଟିକର ଉତ୍ତର ଦେଇ ପାରିବ ନାହିଁ।


ହେ ପର୍ବତଗଣ, ହେ ପୃଥିବୀର ଅଟଳ ଭିତ୍ତିମୂଳସକଳ, ତୁମ୍ଭେମାନେ ସଦାପ୍ରଭୁଙ୍କର ବିବାଦ ବାକ୍ୟ ଶୁଣ; କାରଣ ଆପଣା ଲୋକମାନଙ୍କ ସହିତ ସଦାପ୍ରଭୁଙ୍କର ବିବାଦ ଅଛି ଓ ସେ ଇସ୍ରାଏଲ ସହିତ ବାଦାନୁବାଦ କରିବେ।


ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।


ମାତ୍ର ଆହା, ଯେବେ ପରମେଶ୍ୱର କଥା କହନ୍ତେ ଓ ତୁମ୍ଭ ପ୍ରତିକୂଳରେ ଆପଣା ଓଷ୍ଠାଧର ଫିଟାନ୍ତେ;


ମାତ୍ର ମୁଁ ପରମେଶ୍ୱରଙ୍କର ଅନ୍ଵେଷଣ କରିବି ଓ ମୁଁ ଆପଣା ବିଷୟ ପରମେଶ୍ୱରଙ୍କଠାରେ ସମର୍ପଣ କରିବି।


“ଦୋଷାନ୍ଵେଷୀ ଲୋକ କି ସର୍ବଶକ୍ତିମାନଙ୍କ ସହିତ ବିବାଦ କରିବ? ଯେ ପରମେଶ୍ୱରଙ୍କ ସଙ୍ଗେ ଯୁକ୍ତି କରେ, ସେ ଏଥିର ଉତ୍ତର ଦେଉ।”


Swiv nou:

Piblisite


Piblisite