Biblia Todo Logo
Bib sou entènèt

- Piblisite -




ଆୟୁବ 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେ କʼଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେ କʼଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?

Gade chapit la Kopi

ଓଡିଆ ବାଇବେଲ

3 ସେ କ’ଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ ?

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେ କ’ଣ ଭାବୁଛ ଜ୍ଞାନୀ ଲୋକ ଏପରି ମୂଲ୍ୟହୀନ କଥାକୁ ନେଇ ଯୁକ୍ତି କରିବ, ଯେଉଁ କଥାଗୁଡ଼ିକର କୌଣସି ମୂଲ୍ୟ ନାହିଁ।

Gade chapit la Kopi




ଆୟୁବ 15:3
9 Referans Kwoze  

ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।


“ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ? ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?


ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ।


Swiv nou:

Piblisite


Piblisite