Biblia Todo Logo
Bib sou entènèt

- Piblisite -




ଆୟୁବ 16:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ୱନାକାରୀ ଅଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ଵନାକାରୀ ଅଟ।

Gade chapit la Kopi

ଓଡିଆ ବାଇବେଲ

2 “ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ୱନାକାରୀ ଅଟ।

Gade chapit la Kopi

ପବିତ୍ର ବାଇବଲ

2 “ମୁଁ ଏସବୁ କଥା ପୂର୍ବରୁ ଶୁଣି ଅଛି। ତୁମ୍ଭେ ତିନି ଜଣ ମୋତେ ସାନ୍ତ୍ୱନା ନ ଦେଇ ଦୁଃଖ ଦେଉଛ।

Gade chapit la Kopi




ଆୟୁବ 16:2
12 Referans Kwoze  

ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,


ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,


କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି।


ସରଳ ବାକ୍ୟ କିପରି ପ୍ରବଳ! ମାତ୍ର ତୁମ୍ଭମାନଙ୍କ ତର୍କ କେଉଁ ଦୋଷ ବ୍ୟକ୍ତ କରେ?


ଅସ୍ୱାଦ ଦ୍ରବ୍ୟ କʼଣ ଲବଣ ବିନା ଭୋଜନ କରାଯାଇପାରେ? ଅବା ଡିମ୍ବର ଲାଳରେ କି କିଛି ସ୍ୱାଦ ଅଛି?


ଏଥିରେ ଆୟୁବ ଉତ୍ତର କରି କହିଲା,


ତେବେ କିପରି ତୁମ୍ଭେମାନେ ମୋତେ ବୃଥାରେ ସାନ୍ତ୍ୱନା ଦେଉଅଛ, ତୁମ୍ଭମାନଙ୍କ ଉତ୍ତରରେ ତ କେବଳ ମିଥ୍ୟା ଥାଏ।”


ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।


Swiv nou:

Piblisite


Piblisite