Biblia Todo Logo
Bib sou entènèt

- Piblisite -




ଆୟୁବ 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋʼ ସଙ୍ଗେ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋʼ ସଙ୍ଗେ ଥାଏ।

Gade chapit la Kopi

ଓଡିଆ ବାଇବେଲ

4 ହେଉ, ମୁଁ ଭ୍ରମ କରିଅଛି, ମୋହର ଭ୍ରମ ମୋ’ ସଙ୍ଗେ ଥାଏ।

Gade chapit la Kopi

ପବିତ୍ର ବାଇବଲ

4 ଯଦି ବି ସତରେ ପାପ କରିଛି, ଏହା ମୋର ସମସ୍ୟା। ଏହା କୌଣସି ପ୍ରକାରେ ତୁମ୍ଭକୁ ଆଘାତ କରୁ ନାହିଁ।

Gade chapit la Kopi




ଆୟୁବ 19:4
8 Referans Kwoze  

ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ।


କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ।


କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।


ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।


ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”


ତୁମ୍ଭେମାନେ ଦଶ ଥର ମୋତେ ତିରସ୍କାର କରି ସାରିଲଣି, ମୋʼ ପ୍ରତି ନିଷ୍ଠୁର ବ୍ୟବହାର କରିବାରେ ତୁମ୍ଭେମାନେ ଲଜ୍ଜିତ ହେଉ ନାହଁ।


ଯଦି ତୁମ୍ଭେମାନେ ନିତାନ୍ତ ମୋʼ ଉପରେ ଆପଣାମାନଙ୍କୁ ବଡ଼ କରିବ ଓ ମୋʼ ବିରୁଦ୍ଧରେ ମୋʼ ଗ୍ଳାନିର ପ୍ରତିବାଦ କରିବ;


Swiv nou:

Piblisite


Piblisite