ଆୟୁବ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।” Gade chapit laପବିତ୍ର ବାଇବଲ (Re-edited) - (BSI)2 ଏଥିରେ ସଦାପ୍ରଭୁ ଶୟତାନକୁ କହିଲେ, ତୁମ୍ଭେ କେଉଁଠାରୁ ଆସିଲ? ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି। Gade chapit laଓଡିଆ ବାଇବେଲ2 ଏଥିରେ ସଦାପ୍ରଭୁ ଶୟତାନକୁ ପଚାରିଲେ, “ତୁମ୍ଭେ କେଉଁଠାରୁ ଆସିଲ ?” ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ପୃଥିବୀରେ ଏଣେତେଣେ ଭ୍ରମଣ ଓ ତହିଁ ମଧ୍ୟରେ ଗମନାଗମନ କରି କରି ଆସିଲି।” Gade chapit laପବିତ୍ର ବାଇବଲ2 ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ ଏତେଦିନ ଧରି କେଉଁଠାରେ ଥିଲ?” ଶୟତାନ ସଦାପ୍ରଭୁଙ୍କୁ ଉତ୍ତର ଦେଲା, “ମୁଁ ପୃଥିବୀର ଗ୍ଭରିଆଡ଼େ ବିଚରଣ କରୁଥିଲି।” Gade chapit la |