Biblia Todo Logo
Bib sou entènèt

- Piblisite -




ଆୟୁବ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସ ସ୍ପର୍ଶ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।

Gade chapit la Kopi

ଓଡିଆ ବାଇବେଲ

5 ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।

Gade chapit la Kopi

ପବିତ୍ର ବାଇବଲ

5 ଯଦି ଆପଣ ତା'ର ଶରୀରକୁ କିଛି କରନ୍ତି, ସେ ନିଶ୍ଚୟ ଆପଣଙ୍କୁ ଆପଣଙ୍କ ସମ୍ମୁଖରେ ଅଭିଶାପ ଦେବ।”

Gade chapit la Kopi




ଆୟୁବ 2:5
16 Referans Kwoze  

ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।”


ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, “ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ।” ଏହିରୂପେ ଆୟୁବ ସର୍ବଦା କଲା।


ଆଉ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ।


ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଊର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;


ମୋʼ ଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି।


ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।”


ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”


ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚସ୍ୱର ଶୁଣିଲି, “ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ବରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇମାନଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।


ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍‍, ସେ ଦାନ୍ ବଂଶୀୟ ଦିବ୍ରିର କନ୍ୟା ଥିଲା।


ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।


ତହିଁରେ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ସେ ତୁମ୍ଭର ହସ୍ତଗତ, କେବଳ ତାହାର ପ୍ରାଣ ରକ୍ଷା କର।”


ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;


ତହୁଁ ସଦାପ୍ରଭୁ ଶୟତାନକୁ କହିଲେ, “ଦେଖ, ତାହାର ସର୍ବସ୍ୱରେ ତୁମ୍ଭର କ୍ଷମତା ଅଛି; କେବଳ ତାହାରି ଉପରେ ତୁମ୍ଭେ ହସ୍ତ ନ ଦିଅ।” ତହିଁରେ ଶୟତାନ ସଦାପ୍ରଭୁଙ୍କ ସାକ୍ଷାତରୁ ବାହାରିଗଲା।


Swiv nou:

Piblisite


Piblisite