ଆୟୁବ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।” Gade chapit laପବିତ୍ର ବାଇବଲ (Re-edited) - (BSI)9 ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, ତୁମ୍ଭେ କି ଏଯାଏ ଆପଣାର ସରଳତା ଦୃଢ଼ କରି ଧରୁଅଛ? ପରମେଶ୍ଵରଙ୍କୁ ପରିତ୍ୟାଗ କରି ମର। Gade chapit laଓଡିଆ ବାଇବେଲ9 ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏ ପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।” Gade chapit laପବିତ୍ର ବାଇବଲ9 ଏହି ସମୟରେ ଆୟୁବର ସ୍ତ୍ରୀ ଆୟୁବ ନିକଟକୁ ଆସି ତା'ର ଦୂରାବସ୍ଥା ଦେଖି କହିଲା, “ଏବେ କି ତୁମ୍ଭେ ପରମେଶ୍ୱରଙ୍କ ବିଶ୍ୱସ୍ତ ବୋଲି ଭାବୁଛ? ତୁମ୍ଭେ କାହିଁକି ପରମେଶ୍ୱରଙ୍କୁ ଅଭିଶାପ ଦେଇ ମୃତ୍ୟୁବରଣ କରୁ ନାହଁ!” Gade chapit la |