Biblia Todo Logo
Bib sou entènèt

- Piblisite -




ଆୟୁବ 21:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ମନୋଯୋଗ କରି ମୋʼ କଥା ଶୁଣ ଓ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମନୋଯୋଗ କରି ମୋʼ କଥା ଶୁଣ ଓ ତାହା ତୁମ୍ଭମାନଙ୍କର ସାନ୍ତ୍ଵନା ହେଉ।

Gade chapit la Kopi

ଓଡିଆ ବାଇବେଲ

2 “ମନୋଯୋଗ କରି ମୋ’ କଥା ଶୁଣ ଓ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ହେଉ।

Gade chapit la Kopi

ପବିତ୍ର ବାଇବଲ

2 “ମୁଁ ଯାହା କହୁଛି ମନଦେଇ ଶୁଣ। ତାହା ତୁମ୍ଭମାନଙ୍କର ମୋ’ ପ୍ରତି ସାନ୍ତ୍ୱନା ହେଉ।

Gade chapit la Kopi




ଆୟୁବ 21:2
14 Referans Kwoze  

ଅତଏବ, ଶୁଣାଯାଇଥିବା ସତ୍ୟ ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।


ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।


“ହେ ଜ୍ଞାନୀମାନେ, ମୋʼ କଥା ଶୁଣ, ହେ ବିଜ୍ଞମାନେ, ମୋʼ କଥାରେ କର୍ଣ୍ଣ ଦିଅ।


ଯାହାହେଉ, ବିନୟ କରୁଅଛି, ହେ ଆୟୁବ, ମୋʼ କଥା ଶୁଣ ଓ ମୋହର ସମସ୍ତ ବାକ୍ୟରେ କର୍ଣ୍ଣପାତ କର।


“ବିବେଚନା କର, ତହିଁ ଉତ୍ତାରେ ଆମ୍ଭେମାନେ କହିବା।


“ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ୱନାକାରୀ ଅଟ।


ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?


ତହୁଁ ଲୋକମାନେ ଯୋଥମ୍‍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, “ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।


ଏଥିରେ ଆୟୁବ ଉତ୍ତର କରି କହିଲା,


ମୋତେ ଅନୁମତି ଦିଅ, ମୁଁ ମଧ୍ୟ କଥା କହିବି ଓ ମୁଁ କହିସାରିଲା ଉତ୍ତାରେ ଉପହାସ କରୁଥାଅ।


ଏବେ ମୋହର ଯୁକ୍ତି ଶୁଣ ଓ ମୋର ଓଷ୍ଠାଧରର ପ୍ରତିବାଦରେ କର୍ଣ୍ଣପାତ କର।


ମନୋଯୋଗ କରି ମୋହର କଥା ଶୁଣ ଓ ମୋହର ନିବେଦନ ତୁମ୍ଭମାନଙ୍କର କର୍ଣ୍ଣଗୋଚରରେ ଥାଉ।


Swiv nou:

Piblisite


Piblisite