Biblia Todo Logo
Bib sou entènèt

- Piblisite -




ଆୟୁବ 26:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେ କାହାକୁ କଥା କହୁଅଛ ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା ?

Gade chapit la Kopi

ପବିତ୍ର ବାଇବଲ

4 କିଏ ତୁମ୍ଭକୁ ଏସବୁ କଥା କହିବାକୁ ପ୍ରେରଣା ଦେଲା? କାହାର ଆତ୍ମା ତୁମ୍ଭ ଦ୍ୱାରା କହିଲା?

Gade chapit la Kopi




ଆୟୁବ 26:4
9 Referans Kwoze  

ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ “ଯୀଶୁ ଅଭିଶପ୍ତ” ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ “ଯୀଶୁ ପ୍ରଭୁ” ବୋଲି କହିପାରେ ନାହିଁ।


ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।


କାରଣ ମୁଁ ବାକ୍ୟରେ ପରିପୂର୍ଣ୍ଣ। ମୋହର ଅନ୍ତରସ୍ଥ ଆତ୍ମା ମୋତେ ପ୍ରବର୍ତ୍ତାଏ।


ମୁଁ ଯେଉଁ ଅନୁଯୋଗ ଶୁଣିଲି, ତାହା ମୋତେ ଲଜ୍ଜିତ କରେ ଏବଂ ମୋହର ବୁଦ୍ଧିବିଶିଷ୍ଟ ଆତ୍ମା ମୋତେ ଉତ୍ତର ଦିଏ।


ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!


“ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।


Swiv nou:

Piblisite


Piblisite