Biblia Todo Logo
Bib sou entènèt

- Piblisite -




ଆୟୁବ 26:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 “ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପ୍ରେତଗଣ ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

5 “ପ୍ରେତଗଣ ପାତାଳରେ ଥିବା ଜଳରେ କମ୍ପି ଉଠନ୍ତି।

Gade chapit la Kopi




ଆୟୁବ 26:5
7 Referans Kwoze  

ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? [ସେଲା]


ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।


ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥାʼନ୍ତି; ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥାʼନ୍ତି;


ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?”


Swiv nou:

Piblisite


Piblisite