Biblia Todo Logo
Bib sou entènèt

- Piblisite -




ଆୟୁବ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଅଭିଶାପ ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଥି ଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଶାପ ଦେଲା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଆୟୁବ ମୁଖ ଫିଟାଇ ଆପଣା ଜନ୍ମଦିନକୁ ଅଭିଶାପ ଦେଲା।

Gade chapit la Kopi

ପବିତ୍ର ବାଇବଲ

1 ଏହା ପରେ ଆୟୁବ ନିଜର ପାଟି ଖୋଲିଲା ଏବଂ ତା'ର ଜନ୍ମଦିନକୁ ଅଭିଶାପ ଦେଲା।

Gade chapit la Kopi




ଆୟୁବ 3:1
12 Referans Kwoze  

ଯେହେତୁ ସେମାନେ ମୋଶାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ।


ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ; ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ।”


“ଯେଉଁ ଦିନ ମୁଁ ଜାତ ହେଲି ଓ ‘ପୁତ୍ରସନ୍ତାନ ଗର୍ଭସ୍ଥ ହେଲା’ ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ;


ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।”


ଏହିସବୁରେ ଆୟୁବ ପାପ କଲା ନାହିଁ, ଅବା ପରମେଶ୍ୱରଙ୍କ ଉପରେ ଅବିବେଚନାର ଦୋଷାରୋପ କଲା ନାହିଁ।


ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।”


ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ।


ପୁଣି, ଆୟୁବ ଉତ୍ତର କରି କହିଲା;


ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।


Swiv nou:

Piblisite


Piblisite