ଆୟୁବ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ଯେଉଁ ଦିନ ମୁଁ ଜାତ ହେଲି ଓ ‘ପୁତ୍ରସନ୍ତାନ ଗର୍ଭସ୍ଥ ହେଲା’ ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ; Gade chapit laପବିତ୍ର ବାଇବଲ (Re-edited) - (BSI)3 ଯେଉଁ ଦିନ ମୁଁ ଜାତ ହେଲି ଓ ପୁତ୍ରସନ୍ତାନ ଗର୍ଭସ୍ଥ ହେଲା ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ; Gade chapit laଓଡିଆ ବାଇବେଲ3 “ଯେଉଁ ଦିନ ମୁଁ ଜାତ ହେଲି ଓ ପୁତ୍ର ସନ୍ତାନ ଗର୍ଭସ୍ଥ ହେଲା ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ; Gade chapit laପବିତ୍ର ବାଇବଲ3 “ମୁଁ ଗ୍ଭହୁଁଛି ଯେଉଁ ଦିନ ମୁଁ ଜନ୍ମଲାଭ କଲି, ସେଭଳି ଦିନ ସବୁଦିନ ପାଇଁ ଲୋପ ପାଇଯାଉ। ମୁଁ ଗ୍ଭହୁଁଛି ଯେଉଁ ରାତ୍ରିରେ ସେମାନେ କହିଲେ, ‘ଏହା ଏକ ବାଳକ!’ କେବେ ହୋଇ ନ ଥା’ନ୍ତା। Gade chapit la |