Biblia Todo Logo
Bib sou entènèt

- Piblisite -




ଆୟୁବ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ୱର ଊର୍ଦ୍ଧ୍ୱରୁ ତହିଁର ତତ୍ତ୍ୱ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ଵର ଊର୍ଦ୍ଧ୍ଵରୁ ତହିଁର ତତ୍ତ୍ଵ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ।

Gade chapit la Kopi

ଓଡିଆ ବାଇବେଲ

4 ସେ ଦିନ ଅନ୍ଧକାରମୟ ହେଉ; ପରମେଶ୍ୱର ଊର୍ଦ୍ଧ୍ୱରୁ ତହିଁର ତତ୍ତ୍ୱ ନ କରନ୍ତୁ, କିଅବା ତହିଁ ଉପରେ ଦୀପ୍ତି ପ୍ରକାଶ ନ ପାଉ।

Gade chapit la Kopi

ପବିତ୍ର ବାଇବଲ

4 ମୁଁ ଗ୍ଭହେଁ ସେହି ଦିନଟି ଅନ୍ଧାର ରହି ଥା’ନ୍ତା ଏବଂ ମୁଁ ଗ୍ଭହେଁ ପରମେଶ୍ୱର ସେହି ଦିନଟିକୁ ଭୁଲି ଯାଆନ୍ତୁ। ମୁଁ ଗ୍ଭହେଁ ଯେ ସେଦିନ ଦିପ୍ତୀ ପ୍ରକାଶିତ ହୋଇ ନ ଥା’ନ୍ତା।

Gade chapit la Kopi




ଆୟୁବ 3:4
9 Referans Kwoze  

ପଞ୍ଚମ ଦୂତ ଆପଣା ପାତ୍ର ସେହି ପଶୁର ସିଂହାସନ ଉପରେ ଢାଳିଲେ; ତହୁଁ ତାହାର ରାଜ୍ୟ ଅନ୍ଧକାରମୟ ହେଲା, ଆଉ ଲୋକମାନେ ବେଦନା ହେତୁ ଆପଣା ଆପଣା ଜିହ୍ୱା କାମୁଡ଼ିବାକୁ ଲାଗିଲେ;


ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି, ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା।


ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।


ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ।


ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।


ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।


“ଯେଉଁ ଦିନ ମୁଁ ଜାତ ହେଲି ଓ ‘ପୁତ୍ରସନ୍ତାନ ଗର୍ଭସ୍ଥ ହେଲା’ ବୋଲି ଯେଉଁ ରାତ୍ରି କହିଲା, ତାହା ଲୁପ୍ତ ହେଉ;


ଅନ୍ଧକାର ଓ ମୃତ୍ୟୁୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ।


Swiv nou:

Piblisite


Piblisite