Biblia Todo Logo
Bib sou entènèt

- Piblisite -




ଆୟୁବ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ନିବିଡ଼ ଅନ୍ଧକାର ସେହି ରାତ୍ରିକୁ ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସ-ସଂଖ୍ୟା ମଧ୍ୟରେ ନ ଆସୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ନିବିଡ଼ ଅନ୍ଧକାର ସେହି ରାତ୍ରିକି ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସସଂଖ୍ୟା ମଧ୍ୟରେ ନ ଆସୁ।

Gade chapit la Kopi

ଓଡିଆ ବାଇବେଲ

6 ନିବିଡ଼ ଅନ୍ଧକାର ସେହି ରାତ୍ରିକୁ ଆକ୍ରମଣ କରୁ; ତାହା ବର୍ଷର ଦିବସଶ୍ରେଣୀ ମଧ୍ୟରେ ଆନନ୍ଦ ନ କରୁ; ତାହା ମାସ ସଂଖ୍ୟା ମଧ୍ୟରେ ନ ଆସୁ।

Gade chapit la Kopi

ପବିତ୍ର ବାଇବଲ

6 ସେହି ରାତ୍ରିଟିକୁ ଘନ ଅନ୍ଧକାର ଘୋଡ଼ାଇଦେଉ, ସେହି ରାତ୍ରିଟି କ୍ୟାଲେଣ୍ଡରରୁ ଲିଭିଯାଉ। ସେହି ରାତ୍ରିଟିକୁ କୌଣସି ମାସରେ ସ୍ଥାନ ଦିଆ ନ ଯାଉ।

Gade chapit la Kopi




ଆୟୁବ 3:6
2 Referans Kwoze  

ଅନ୍ଧକାର ଓ ମୃତ୍ୟୁୁଚ୍ଛାୟା ତାହାକୁ ଆପଣାର ବୋଲି ଦାବି କରନ୍ତୁ; ମେଘ ତହିଁ ଉପରେ ଅବସ୍ଥାନ କରୁ; ଦିବସ ଅନ୍ଧକାରକାରୀ ସମସ୍ତେ ତାହାର ତ୍ରାସ ଜନ୍ମାଉନ୍ତୁ।


ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ୱର ପ୍ରବେଶ ନ କରୁ।


Swiv nou:

Piblisite


Piblisite