Biblia Todo Logo
Bib sou entènèt

- Piblisite -




ଆୟୁବ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେଉଁମାନେ ଦିବସକୁ ଅଭିଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଅଭିଶାପ ଦେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେଉଁମାନେ ଦିବସକୁ ଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଶାପ ଦେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

8 ଯେଉଁମାନେ ଦିବସକୁ ଅଭିଶାପ ଦିଅନ୍ତି, ଯେଉଁମାନେ ଲିବିୟାଥନକୁ ଜଗାଇବାକୁ ନିପୁଣ, ସେମାନେ ତାହାକୁ ଅଭିଶାପ ଦେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

8 କେତେକ ଯାଦୁକର ସବୁବେଳେ ଲିବିୟାଥନକୁ ଆବାହନ କରି ଜଗାନ୍ତି। ସେହିମାନେ ସେହି ଦିନକୁ ଅଭିଶାପ ଦିଅନ୍ତୁ, ଯେଉଁ ଦିନ ମୁଁ ଜନ୍ମିଲି।

Gade chapit la Kopi




ଆୟୁବ 3:8
11 Referans Kwoze  

ତୁମ୍ଭେ କି ବନଶୀ ଦ୍ୱାରା ଲିବିୟାଥନକୁ ଓଟାରି ପାର? ଅବା ରଜ୍ଜୁରେ ତାହାର ଜିହ୍ୱା ତଳକୁ ଚାପିପାର?


ତାହାକୁ ଯେ ଜଗାଇବ, ଏପରି ସାହସିକ କେହି ନାହିଁ; ତେବେ ଆମ୍ଭ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?


ସେମାନେ ସମାଜଗୃହର ଅଧ୍ୟକ୍ଷଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ,


‘ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି।’


ଏଥିପାଇଁ ପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର ସଦାପ୍ରଭୁ ଏହି କଥା କହନ୍ତି, “ଛକସ୍ଥାନ ସକଳରେ ହାହାକାର ଶବ୍ଦ ହେବ ଓ ରାଜଦାଣ୍ଡସକଳରେ ଲୋକମାନେ ହାୟ! ହାୟ! କହିବେ; ଆଉ, ସେମାନେ କୃଷକକୁ ଶୋକ କରିବାକୁ ଓ ବିଳାପ ନିପୁଣ ଲୋକମାନଙ୍କୁ ହାହାକାର କରିବାକୁ ଡାକିବେ।


ସେ ଉଠିଲେ, ବିକ୍ରମୀମାନେ ଭୟଗ୍ରସ୍ତ ହୁଅନ୍ତି; ଭୟ ସକାଶୁ ସେମାନେ ହତବୁଦ୍ଧି ହୁଅନ୍ତି।


ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି।


ଦେଖ, ସେହି ରାତ୍ରି ବନ୍ଧ୍ୟା ହେଉ; ତହିଁ ମଧ୍ୟରେ କୌଣସି ଆନନ୍ଦର ସ୍ୱର ପ୍ରବେଶ ନ କରୁ।


ତହିଁର ସନ୍ଧ୍ୟାକାଳୀନ ନକ୍ଷତ୍ରଗଣ ଅନ୍ଧକାରମୟ ହେଉ; ସେ ଦୀପ୍ତିର ଅପେକ୍ଷା କରୁ, ମାତ୍ର କିଛି ନ ପାଉ; କିଅବା ସେ ଅରୁଣର ନେତ୍ରପଲକ ଦର୍ଶନ ନ କରୁ;


ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଦୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।


Swiv nou:

Piblisite


Piblisite