Biblia Todo Logo
Bib sou entènèt

- Piblisite -




ଆୟୁବ 4:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯାʼନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯାʼନ୍ତି।

Gade chapit la Kopi

ଓଡିଆ ବାଇବେଲ

11 ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯା’ନ୍ତି।

Gade chapit la Kopi

ପବିତ୍ର ବାଇବଲ

11 ହଁ, ସେହି ଦୁଷ୍ଟଲୋକ ଗୁଡ଼ାକ ସିଂହ ଭଳି, ଯେଉଁମାନେ ପ୍ରାଣୀମାନଙ୍କୁ ମାରିବାକୁ ପାଆନ୍ତି ନାହିଁ। ସେମାନେ ଶେଷରେ ମୃତ୍ୟୁବରଣ କରନ୍ତି ଓ ସେମାନଙ୍କର ପିଲାମାନେ ଗ୍ଭରିଆଡ଼େ ଘୂରି ବୁଲନ୍ତି।

Gade chapit la Kopi




ଆୟୁବ 4:11
17 Referans Kwoze  

ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।


କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;


ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।


ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।


ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ।


ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ? ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ


ଏଥିମଧ୍ୟରେ, ଦେଖନ୍ତୁ, ପ୍ରାନ୍ତର ଆଡ଼ୁ ପ୍ରବଳ ବାୟୁ ଆସି ଗୃହର ଚାରି କୋଣରେ ଲାଗନ୍ତେ, ତାହା ଯୁବକମାନଙ୍କ ଉପରେ ପଡ଼ିଲା, ତହିଁରେ ସେମାନେ ମଲେ; ପୁଣି, ଆପଣଙ୍କୁ ସମ୍ବାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।”


ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।”


ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।”


ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?


ତାହାର ସନ୍ତାନଗଣ ସୁରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗର-ଦ୍ୱାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ।


ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ୍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି।


ତାହାର ସନ୍ତାନଗଣ ଦରିଦ୍ରମାନଙ୍କର ଅନୁଗ୍ରହ ଚେଷ୍ଟା କରିବେ ଓ ତାହାର ସନ୍ତାନଗଣ ତାହାର ସମ୍ପତ୍ତି ଫେରାଇ ଦେବେ।


ଆଉ, ମୁଁ ଅଧାର୍ମିକର କଳପାଟି ଭାଙ୍ଗି ପକାଇଲି ଓ ତାହାର ଦନ୍ତରୁ ଶିକାର ଛଡ଼ାଇ ନେଲି।


ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।


Swiv nou:

Piblisite


Piblisite