Biblia Todo Logo
Bib sou entènèt

- Piblisite -




ଆୟୁବ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କଥା ଗୋଟିଏ ଗୁପ୍ତରେ ମୋʼ ନିକଟରେ ପହଞ୍ଚିଲା ଓ ମୋʼ କର୍ଣ୍ଣ ତହିଁର ଈଷତ୍‍ ଶବ୍ଦ ପାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କଥା ଗୋଟିଏ ଗୁପ୍ତରେ ମୋʼ କତିରେ ପହଞ୍ଚିଲା ଓ ମୋʼ କର୍ଣ୍ଣ ତହିଁର ଈଷତ୍ ଶଦ୍ଦ ପାଇଲା।

Gade chapit la Kopi

ଓଡିଆ ବାଇବେଲ

12 କଥା ଗୋଟିଏ ଗୁପ୍ତରେ ମୋ’ ନିକଟରେ ପହଞ୍ଚିଲା ଓ ମୋ’ କର୍ଣ୍ଣ ତହିଁର ଈଷତ୍‍ ଶବ୍ଦ ପାଇଲା।

Gade chapit la Kopi

ପବିତ୍ର ବାଇବଲ

12 ଗୁପ୍ତରେ ମୋ’ ନିକଟକୁ ଗୋଟିଏ ଖବର ଆସିଲା। ମୋର କାନ ସେହି ବିଷୟରେ କିଛି ଗୁଣୁଗୁଣୁ ଶବ୍ଦ ଶୁଣିଲା।

Gade chapit la Kopi




ଆୟୁବ 4:12
5 Referans Kwoze  

ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”


କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା ଯେତେବେଳେ ଯୀଶୁ ପୁନର୍ବାର ଆସିବେ; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।


ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।


ସ୍ୱପ୍ନରେ, ରାତ୍ରିକାଳୀନ ଦର୍ଶନରେ; ମନୁଷ୍ୟମାନେ ଘୋର ନିଦ୍ରାରେ ମଗ୍ନ ହେବା ବେଳେ, ଶଯ୍ୟାରେ ଘୁମାଇବା ବେଳେ,


ଦେଖ, ମୋହର ଚକ୍ଷୁ ଏହିସବୁ ଦେଖିଅଛି, ମୋହର କର୍ଣ୍ଣ ଏହା ଶୁଣି ବୁଝିଅଛି।


Swiv nou:

Piblisite


Piblisite