ଆୟୁବ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପରମେଶ୍ୱର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ୱାସଭୂମି ନୁହେଁ କି? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି? Gade chapit laପବିତ୍ର ବାଇବଲ (Re-edited) - (BSI)6 ପରମେଶ୍ଵର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ଵାସ ଭୂମି ନୁହେଁ କି? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି? Gade chapit laଓଡିଆ ବାଇବେଲ6 ପରମେଶ୍ୱର ବିଷୟକ ତୁମ୍ଭର ଭୟ ତୁମ୍ଭର ବିଶ୍ୱାସ ଭୂମି ନୁହେଁ କି ? ଓ ତୁମ୍ଭ ମାର୍ଗର ସରଳତା ତୁମ୍ଭର ଆଶାଭୂମି ନୁହେଁ କି ? Gade chapit laପବିତ୍ର ବାଇବଲ6 ତୁମ୍ଭେ ପରମେଶ୍ୱରଙ୍କୁ ଉପାସନା କର। ତୁମ୍ଭେ ତାଙ୍କୁ ବିଶ୍ୱାସ କର। ତୁମ୍ଭେ ଜଣେ ଉତ୍ତମ ବ୍ୟକ୍ତି। ତାହା ହିଁ ତୁମ୍ଭର ଆଶାର ସ୍ରୋତ ହେଉ। Gade chapit la |