ଆୟୁବ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି? Gade chapit laପବିତ୍ର ବାଇବଲ (Re-edited) - (BSI)7 ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି? Gade chapit laଓଡିଆ ବାଇବେଲ7 ମୁଁ ବିନୟ କରୁଅଛି, ସ୍ମରଣ କର, ନିର୍ଦ୍ଦୋଷ ଥାଇ କିଏ ବିନଷ୍ଟ ହୋଇଅଛି କି ? ଅବା ସରଳାଚାରୀମାନେ କେଉଁଠାରେ ଉଚ୍ଛିନ୍ନ ହୋଇଅଛନ୍ତି କି ? Gade chapit laପବିତ୍ର ବାଇବଲ7 ଆୟୁବ ଥରେ ଭାବି ଦେଖିଲ, କେହି ନିରପରାଧ ବ୍ୟକ୍ତି କେବେ ଧ୍ୱଂସ ହୋଇଛନ୍ତି! ଉତ୍ତମ ବ୍ୟକ୍ତିମାନଙ୍କର ବିନାଶ ଘଟେ ନାହିଁ। Gade chapit la |