Biblia Todo Logo
Bib sou entènèt

- Piblisite -




ଆୟୁବ 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍‍ ତାହାର ବାସସ୍ଥାନକୁ ମୁଁ ଅଭିଶାପ ଦେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍ ତାହାର ବାସସ୍ଥାନକୁ ମୁଁ ଶାପ ଦେଲି।

Gade chapit la Kopi

ଓଡିଆ ବାଇବେଲ

3 ଅଜ୍ଞାନର ଚେର ମାଡ଼ିବାର ମୁଁ ଦେଖିଅଛି; ମାତ୍ର ହଠାତ୍‍ ତାହାର ବାସସ୍ଥାନକୁ ମୁଁ ଅଭିଶାପ ଦେଲି।

Gade chapit la Kopi

ପବିତ୍ର ବାଇବଲ

3 ମୁଁ ଜଣେ ଏପରି ନିର୍ବୋଧଲୋକକୁ ଦେଖିଛି ଯିଏ ଭାବୁଥିଲା ଯେ ସେ ସୁରକ୍ଷିତ, କିନ୍ତୁ ହଠାତ୍ ସେ ଅଭିଶପ୍ତ ହେଲା।

Gade chapit la Kopi




ଆୟୁବ 5:3
12 Referans Kwoze  

ଆଉ, ଗୀତସଂହିତା ପୁସ୍ତକରେ ଲେଖାଅଛି, “‘ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ।’ ଏବଂ, ‘ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ।’


ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।


ସେମାନଙ୍କର ବସତି ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ।


କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ?


“ସେ ଜଳ ଉପରେ ଶୀଘ୍ରଗାମୀ; ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ; ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ।


(ମାତ୍ର ମୁଁ ଅଭିଶାପ ଦେଇ ତାହାର ଜୀବନ ମାଗିବା ନିମନ୍ତେ ପାପ କରିବାକୁ ଆପଣା ମୁଖ ଦେଇ ନାହିଁ);


କାରଣ ତାହାଙ୍କର ଆଶୀର୍ବାଦ ପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ


Swiv nou:

Piblisite


Piblisite