Biblia Todo Logo
Bib sou entènèt

- Piblisite -




ଆୟୁବ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଆହା, ଯଦି ମୋହର ଦୁଃଖ ତୌଲା ଯାଇଥାʼନ୍ତା ଓ ମୋହର ଦୁର୍ଗତି ତରାଜୁରେ ଏକତ୍ର ରଖା ଯାଇଥାʼନ୍ତା!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆହା, ଯେବେ ମୋହର ଦୁଃଖ ତୌଲା ଯାଇଥାʼନ୍ତା ଓ ମୋହର ଦୁର୍ଗତି ତରାଜୁରେ ଏକତ୍ର ରଖା ଯାଇଥାʼନ୍ତା !

Gade chapit la Kopi

ଓଡିଆ ବାଇବେଲ

2 “ଆହା, ଯଦି ମୋହର ଦୁଃଖ ତୌଲା ଯାଇଥା’ନ୍ତା ଓ ମୋହର ଦୁର୍ଗତି ତରାଜୁରେ ଏକତ୍ର ରଖା ଯାଇଥା’ନ୍ତା !

Gade chapit la Kopi

ପବିତ୍ର ବାଇବଲ

2 “ଯଦି ମୋର ଦୁଃଖ ଓଜନ କରାଯାଇ ପାରନ୍ତା। ଯଦି ମୋର ସମସ୍ତ ଦୁର୍ଗତି ତରାଜୁର ଏକ ପାଖରେ ରଖାଯା’ନ୍ତା,

Gade chapit la Kopi




ଆୟୁବ 6:2
5 Referans Kwoze  

ତେବେ ମୁଁ ଧର୍ମ ନିକ୍ତିରେ ତୌଲାଯାଏ, ତହିଁରେ ପରମେଶ୍ୱର ମୋହର ସରଳତା ଜାଣି ପାରିବେ।


ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ।


ମାତ୍ର ଏବେ ତାହା ତୁମ୍ଭ ପ୍ରତି ଘଟିଅଛି, ଆଉ ତୁମ୍ଭେ କ୍ଳାନ୍ତ ହେଉଅଛ; ତାହା ତୁମ୍ଭକୁ ସ୍ପର୍ଶ କରୁଅଛି, ଆଉ ତୁମ୍ଭେ ବ୍ୟାକୁଳ ହେଉଅଛ।


ଏଥିରେ ଆୟୁବ ଉତ୍ତର କରି କହିଲା,


ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ।


Swiv nou:

Piblisite


Piblisite