Biblia Todo Logo
Bib sou entènèt

- Piblisite -




ଆୟୁବ 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତେବେ ତାହା ଏତେବେଳେ ସମୁଦ୍ର ବାଲିଠାରୁ ଭାରୀ ହୁଅନ୍ତା; ଏଣୁ ମୋହର ବାକ୍ୟ ଅବିବେଚନାଯୁକ୍ତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତେବେ ତାହା ଏତେବେଳେ ସମୁଦ୍ର ବାଲିଠାରୁ ଭାରୀ ହୁଅନ୍ତା; ଏଣୁ ମୋହର ବାକ୍ୟ ଅବିବେଚନାଯୁକ୍ତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

3 ତେବେ ତାହା ଏତେବେଳେ ସମୁଦ୍ର ବାଲିଠାରୁ ଭାରୀ ହୁଅନ୍ତା; ଏଣୁ ମୋହର ବାକ୍ୟ ଅବିବେଚନାଯୁକ୍ତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେ ମୋର ଦୁଃଖକୁ ବୁଝି ପାରନ୍ତ। ମୋର ଦୁଃଖ ସମୁଦ୍ରର ସମସ୍ତ ବାଲିଠାରୁ ଅଧିକ ଭାରୀ ହୁଅନ୍ତା। ତେଣୁ ସେଥିପାଇଁ ମୋର କଥାସବୁ ମୂର୍ଖାମୀ ବୋଲି ଜଣା ପଡ଼ୁଛି।

Gade chapit la Kopi




ଆୟୁବ 6:3
7 Referans Kwoze  

ଭାରୀ ପଥର ଓ ଗୁରୁ ବାଲି; ମାତ୍ର ଅଜ୍ଞାନର ବିରକ୍ତି, ସେ ଦୁଇରୁ ଭାରୀ।


ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।


ତୁମ୍ଭେ ମୋʼ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ।


ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟକର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।


ମୋହର ଅଭିଯୋଗ ଅପେକ୍ଷା ମୋହର ପୀଡ଼ା ଭାରୀ।


ତେବେ ମୁଁ ଧର୍ମ ନିକ୍ତିରେ ତୌଲାଯାଏ, ତହିଁରେ ପରମେଶ୍ୱର ମୋହର ସରଳତା ଜାଣି ପାରିବେ।


Swiv nou:

Piblisite


Piblisite