ଆୟୁବ 8:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ କେତେ କାଳ ଏହିସବୁ କଥା କହିବ? ଓ ତୁମ୍ଭ ମୁଖର ବାକ୍ୟ କେତେ କାଳ ପ୍ରବଳ ବାୟୁ ତୁଲ୍ୟ ହେବ? Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ କେତେ କାଳ ଏହିସବୁ କଥା କହିବ? ଓ ତୁମ୍ଭ ମୁଖର ବାକ୍ୟ କେତେ କାଳ ପ୍ରବଳ ବାୟୁ ତୁଲ୍ୟ ହେବ? Gade chapit laଓଡିଆ ବାଇବେଲ2 “ତୁମ୍ଭେ କେତେ କାଳ ଏହିସବୁ କଥା କହିବ ? ଓ ତୁମ୍ଭ ମୁଖର ବାକ୍ୟ କେତେ କାଳ ପ୍ରବଳ ବାୟୁ ତୁଲ୍ୟ ହେବ ? Gade chapit laପବିତ୍ର ବାଇବଲ2 “ତୁମ୍ଭେ କେତେକାଳ ଏହିପରି କଥା କହିବ? ତୁମ୍ଭର କଥାସବୁ ପ୍ରବଳ ବାୟୁ ତୁଲ୍ୟ ଅଟେ। Gade chapit la |
ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।