ଆୟୁବ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯଦି ତୁମ୍ଭେ ଯତ୍ନପୂର୍ବକ ପରମେଶ୍ୱରଙ୍କର ଅନ୍ଵେଷଣ କର; ଓ ସର୍ବଶକ୍ତିମାନଙ୍କ ନିକଟରେ ଆପଣା ନିବେଦନ ଜଣାନ୍ତ; Gade chapit laପବିତ୍ର ବାଇବଲ (Re-edited) - (BSI)5 ଯେବେ ତୁମ୍ଭେ ଯନିପୂର୍ବକ ପରମେଶ୍ଵରଙ୍କର ଅନ୍ଵେଷଣ କର; ଓ ସର୍ବଶକ୍ତିମାନଙ୍କ ନିକଟରେ ଆପଣା ନିବେଦନ ଜଣାନ୍ତ; Gade chapit laଓଡିଆ ବାଇବେଲ5 ଯଦି ତୁମ୍ଭେ ଯତ୍ନପୂର୍ବକ ପରମେଶ୍ୱରଙ୍କର ଅନ୍ଵେଷଣ କର; ଓ ସର୍ବଶକ୍ତିମାନଙ୍କ ନିକଟରେ ଆପଣା ନିବେଦନ ଜଣାନ୍ତ; Gade chapit laପବିତ୍ର ବାଇବଲ5 କିନ୍ତୁ ବର୍ତ୍ତମାନ ଆୟୁବ ତୁମ୍ଭେ ପରମେଶ୍ୱରଙ୍କୁ ଦେଖ ଏବଂ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କୁ ପ୍ରାର୍ଥନା କର। Gade chapit la |