ଯୋୟେଲ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)11 ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି। Gade chapit laଓଡିଆ ବାଇବେଲ11 ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି। Gade chapit laପବିତ୍ର ବାଇବଲ11 ହେ କୃଷକଗଣ, ଦୁଃଖ କର। ଉଚ୍ଚ ସ୍ୱରରେ କ୍ରନ୍ଦନ କର। ଦ୍ରାକ୍ଷା କୃଷିକାରୀଗଣ, ତୁମ୍ଭେମାନେ ମଧ୍ୟ ରୋଦନ କର। କାରଣ ତୁମ୍ଭର କ୍ଷେତରେ ଗହମ ଓ ବାର୍ଲି ଅମଳ ସମ୍ପୂର୍ଣ୍ଣ ଧ୍ୱଂସ ହୋଇଛି। Gade chapit la |