ଯୋୟେଲ 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି; ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନସବୁ ଗ୍ରାସ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)20 ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧକାଉ-ଅଛନ୍ତି; ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି-ସ୍ଥାନସବୁ ଗ୍ରାସ କରିଅଛି। Gade chapit laଓଡିଆ ବାଇବେଲ20 ହଁ, କ୍ଷେତ୍ରସ୍ଥ ପଶୁସକଳ ତୁମ୍ଭ ନିକଟରେ ଧଇଁସଇଁ ହେଉଅଛନ୍ତି; ଯେହେତୁ ଜଳସ୍ରୋତସବୁ ଶୁଷ୍କ ହୋଇଅଛି ଓ ଅଗ୍ନି ପ୍ରାନ୍ତରର ଚରାଣି ସ୍ଥାନ ସବୁ ଗ୍ରାସ କରିଅଛି। Gade chapit laପବିତ୍ର ବାଇବଲ20 ବନ୍ୟ ପ୍ରାଣୀମାନେ ମଧ୍ୟ ତୁମ୍ଭର ସାହାଯ୍ୟ ଭିକ୍ଷା କରୁଛନ୍ତି। ଝରଣାଗୁଡ଼ିକ ଜଳଶୂନ୍ୟ ଓ ଶୁଷ୍କ। ଅଗ୍ନି ଆମ୍ଭର ସବୁଜ ପ୍ରାନ୍ତରକୁ ମରୁଭୂମିରେ ପରିଣତ କରିଛି। Gade chapit la |