Biblia Todo Logo
Bib sou entènèt

- Piblisite -




ଯୋୟେଲ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇ ଅଛି।

Gade chapit la Kopi

ଓଡିଆ ବାଇବେଲ

5 ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।

Gade chapit la Kopi

ପବିତ୍ର ବାଇବଲ

5 ହେ ମଦ୍ୟପିଗଣ, ଉଠ ଓ ରୋଦନ କର। ତୁମ୍ଭେ ସମସ୍ତେ ଯେଉଁମାନେ ମଦ୍ୟପାନ କରିଛ, କ୍ରନ୍ଦନ କର। କାରଣ ତୁମ୍ଭର ସେହି ମଧୁର ଦ୍ରାକ୍ଷାରସ ଶେଷ ହୋଇଛି। ତୁମ୍ଭେମାନେ ଆଉ ତା'ର ସ୍ୱାଦ ପାଇବ ନାହିଁ।

Gade chapit la Kopi




ଯୋୟେଲ 1:5
13 Referans Kwoze  

ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର।


“ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;


ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।


ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି।


ହେ କୃଷକଗଣ, ତୁମ୍ଭେମାନେ ଲଜ୍ଜିତ ହୁଅ, ହେ ଦ୍ରାକ୍ଷାକ୍ଷେତ୍ରର ପାଳକଗଣ, ତୁମ୍ଭେମାନେ ଗହମ ଓ ଯବ ବିଷୟରେ ହାହାକାର କର; କାରଣ କ୍ଷେତ୍ରର ଶସ୍ୟ ନଷ୍ଟ ହୋଇଅଛି।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ!


ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।”


Swiv nou:

Piblisite


Piblisite