ଯୋୟେଲ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶ ନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ। Gade chapit laପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ। Gade chapit laଓଡିଆ ବାଇବେଲ1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ। Gade chapit laପବିତ୍ର ବାଇବଲ1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପରେ ଗୋଟିଏ ବିପଦ ସଙ୍କେତ କରି ପାଟି କର। ସମଗ୍ର ଦେଶବାସୀ ଭୟରେ କମ୍ପିତ ହେବ। ସଦାପ୍ରଭୁଙ୍କର ବିଶେଷ ଦିନ ଆସୁଛି। ସେହି ବିଶେଷ ଦିନଟି ଅତି ସନ୍ନିକଟ। Gade chapit la |
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।