ଯୋୟେଲ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ। Gade chapit laପବିତ୍ର ବାଇବଲ (Re-edited) - (BSI)12 ତଥାପି ସଦାପ୍ରଭୁ କହନ୍ତି, ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ; Gade chapit laଓଡିଆ ବାଇବେଲ12 ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।” Gade chapit laପବିତ୍ର ବାଇବଲ12 ଏହା ସଦାପ୍ରଭୁଙ୍କର ବାର୍ତ୍ତା: “ବର୍ତ୍ତମାନ ତୁମ୍ଭେମାନେ ସର୍ବାନ୍ତକରଣରେ ଆମ୍ଭ ନିକଟକୁ ଫେରି ଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର। Gade chapit la |
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”