ଯୋୟେଲ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷା; ହୁଅନ୍ତି। Gade chapit laଓଡିଆ ବାଇବେଲ13 ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି। Gade chapit laପବିତ୍ର ବାଇବଲ13 ନିଜର ବସ୍ତ୍ରକୁ ନ ଫୋପାଡ଼ି ହୃଦୟକୁ ଚିର।” ତୁମ୍ଭର ପ୍ରିୟ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟକୁ ଫେରି ଆସ। ସେ ଅତି ଦୟାଳୁ ଓ କରୁଣାମୟ। ସେ ହଠାତ୍ ରାଗନ୍ତି ନାହିଁ। ତାଙ୍କର ଅନନ୍ତ ପ୍ରେମ ଅଛି। ସେ ହୁଏତ ତାଙ୍କର ମନକୁ ବଦଳାଇ ପାରନ୍ତି। ଯେଉଁ କଠୋର ଦଣ୍ତ ଦେବାକୁ ଯୋଜନା କରିଥିଲେ ହୁଏତ ତାହା ଦେଇ ନ ପାରନ୍ତି। Gade chapit la |
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।