ଯୋୟେଲ 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକା-ମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ। Gade chapit laଓଡିଆ ବାଇବେଲ16 ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ। Gade chapit laପବିତ୍ର ବାଇବଲ16 ସବୁ ଲୋକଙ୍କୁ ଏକତ୍ରିତ କର। ସ୍ୱତନ୍ତ୍ର ସଭାର ଆୟୋଜନ କର। ବୃଦ୍ଧ, ପିଲା, ଶିଶୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ରିତ କର। ନବ ବିବାହିତ ବର କନ୍ୟା ନିଜ ଶୟନକକ୍ଷରୁ ବାହାରକୁ ଆସନ୍ତୁ। Gade chapit la |