Biblia Todo Logo
Bib sou entènèt

- Piblisite -




ଯୋୟେଲ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଦଣ୍ତାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟଣ! କାରଣ ଦଣ୍ତାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

14 ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

14 ଦଣ୍ତ ବିଗ୍ଭର ଉପତ୍ୟକାରେ ଲୋକାରଣ୍ୟ। ସଦାପ୍ରଭୁଙ୍କର ବିଶେଷ ବିଗ୍ଭରଦିନ ନିକଟବର୍ତ୍ତୀ।

Gade chapit la Kopi




ଯୋୟେଲ 3:14
17 Referans Kwoze  

କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;


ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।


ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।


ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶ ନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।


ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।


ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି।


ପର୍ବତମାନରେ ମହାଜନତାର ନ୍ୟାୟ ଲୋକସମୂହର ରବ ହେଉଅଛି! ଏକତ୍ରୀକୃତ ଗୋଷ୍ଠୀୟମାନଙ୍କ ରାଜ୍ୟସମୂହର କଳରବ ହେଉଅଛି! ସୈନ୍ୟାଧିପତି ସଦାପ୍ରଭୁ ଯୁଦ୍ଧାର୍ଥେ ସେନା ସଂଗ୍ରହ କରୁଅଛନ୍ତି।


ଦର୍ଶନ ଉପତ୍ୟକା ବିଷୟକ ଭାବବାଣୀ। ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?


ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣି ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରିପାରେ?


ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।


ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍‍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।


Swiv nou:

Piblisite


Piblisite