ଯୋୟେଲ 3:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)17 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ। Gade chapit laଓଡିଆ ବାଇବେଲ17 “ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ। Gade chapit laପବିତ୍ର ବାଇବଲ17 “ତା'ପରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ଆମ୍ଭେ ପବିତ୍ର ପର୍ବତ ସିୟୋନରେ ବାସ କରିବା। ଯିରୁଶାଲମ ଗୋଟିଏ ପବିତ୍ର ସ୍ଥାନରେ ପରିଣତ ହେବ। ବିଦେଶୀୟମାନେ ଆଉ ଏହି ନଗରରେ ପ୍ରବେଶ କରି ପାରିବେ ନାହିଁ। Gade chapit la |
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।