ଯୋୟେଲ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
2 ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।
Gade chapit la Kopi
2 ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।
Gade chapit la Kopi
2 ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।
Gade chapit la Kopi
2 ଆମ୍ଭେ ମଧ୍ୟ ସମସ୍ତ ରାଜ୍ୟକୁ ଏକତ୍ରିତ କରିବା। ସେହି ସମୟରେ, ଆମ୍ଭେ ସବୁ ରାଜ୍ୟକୁ ଯିହୋଶାଫଟ୍ ଉପତ୍ୟକାକୁ ଓହ୍ଲାଇ ଆଣିବା। ସେଠାରେ ଆମ୍ଭେ ସେମାନଙ୍କର ବିଗ୍ଭର କରିବା। ସେହି ଗୋଷ୍ଠୀଗୁଡ଼ିକ ଆମ୍ଭ ଇସ୍ରାଏଲର ଲୋକମାନଙ୍କୁ ଛିନ୍ନଭିନ୍ନ କରିଛନ୍ତି। ସେମାନେ ଆମ୍ଭର ଲୋକମାନଙ୍କୁ ଅନ୍ୟ ସ୍ଥାନକୁ ଜୋର୍ କରି ନିର୍ବାସିତ କରି ଦେଇଛନ୍ତି। ସେମାନେ ଆମ୍ଭର ଭୂମି ସେମାନଙ୍କ ମଧ୍ୟରେ ଭାଗ କରିଛନ୍ତି। ତେଣୁ ଆମ୍ଭେ ସେମାନଙ୍କୁ ଦଣ୍ତ ଦେବା।
Gade chapit la Kopi